1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ।

2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ;

3 ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି,

4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା।

5 ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ;