1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ।
2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,
3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ।
4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ;
5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ;
6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁନ୍ତ।
7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି।
8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା।
9 ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ।
10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ।
11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ।