1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ।

2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର।

3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ,

4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;

5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର;

6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ;

7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ।

8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ।

9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର।

10 ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ।

11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ।

12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;

13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ।