1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ।

2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି;

3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ।

4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ।

5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ।

6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ।

7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ।

8 ନଦନଦୀଗଣ କରତାଳି ଦେଉନ୍ତୁ;

9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ।